୧୨ ଜିଲ୍ଲାରେ ବର୍ଷିବ

September 18, 2021, ଓଡ଼ିଶା, , Anupambharat News Bureau


୧୨ ଜିଲ୍ଲାରେ ବର୍ଷିବ
Anupambharat News Bureau
September 18, 2021


ଭୁବନେଶ୍ୱର,୧୮ା୯(ଅନୁପମ ମିଡ଼ିଆ): ଉତ୍ତର ପଶ୍ଚିମ ତତସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳ ଆଡକୁ ଗତି କରିବ । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଢ଼େଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଆଦି ଜିଲ୍ଲା ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ୧୯ରୁ ୨୦ ତାରିଖ ମଧ୍ୟରେ ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ ,ସୁବର୍ଣ୍ଣପୁର, ନୂଆପଡ଼ା, ବଲାଙ୍ଗୀର ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିସହିତ ୨୦ରୁ ୨୧ ତାରିଖ ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗୀର ଆଦି ଜିଲ୍ଲାରେ ବି ପ୍ରବଳ ବର୍ଷା ସମ୍ଭାବନା ଦୃଷ୍ଟିରେ ରଖି ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ପ୍ରଚଳିତ ହେଲା ଗଜପତିଙ୍କ ୬୪ ଅଙ୍କ: ଶ୍ରୀନଅରରେ ସୁନିଆଁ ପର୍ବ

ପ୍ରଚଳିତ ହେଲା ଗଜପତିଙ୍କ ୬୪ ଅଙ୍କ: ଶ୍ରୀନଅରରେ ସୁନିଆଁ ପର୍ବ

Read More...

କରମା ମୂର୍ତ୍ତି ବିସର୍ଜନ ବେଳେ ପାଣିରେ ବୁଡ଼ି ୭ ମୃତ

କରମା ମୂର୍ତ୍ତି ବିସର୍ଜନ ବେଳେ ପାଣିରେ ବୁଡ଼ି ୭ ମୃତ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page