Anupambharat News Bureau : News


୧୫୦ସିସି ବାଇକ୍‌ ଓ ସ୍କୁଟର ନିଷିଦ୍ଧ

Anupambharat News Bureau | ଶିଳ୍ପ ବାଣିଜ୍ୟ | | 224 | Read...

୧୫୦ସିସି ବାଇକ୍‌ ଓ ସ୍କୁଟର ନିଷିଦ୍ଧ

ନୂଆଦିଲ୍ଲୀ:୧୫୦ସିସି ବାଇକ୍‌ ଓ ସ୍କୁଟର ସରକାର ନିଷିଦ୍ଧ କରିବେ । ଦେଶରେ ପ୍ରମୁଖ ନଗରୀ ଗୁଡିକରେ ବହୁଳମାତ୍ରାରେ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି,ଯାହ ସର କାର ପାଇଁ ଚାଲେଞ୍ଜ ହୋଇଛି । ଏଭଳି ସ୍ଥିତିକୁ ମୁକାବିଲା କରିବ



ନେଟ୍ସରେ ଝାଳ ବୁହାଇଲେ ଭାରତୀୟ ଖେଳାଳି

Anupambharat News Bureau | କ୍ରୀଡ଼ା | | 223 | Read...

ନେଟ୍ସରେ ଝାଳ ବୁହାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୩ ।୫: ବିଶ୍ୱକପ୍‌ ପାଇଁ ଏଠାରେ ପହଞ୍ଚିବାର ଦିନକ ପରେ ଭାରତୀୟ ଟିମ୍‌ ଗୁରୁବାର ଅଭ୍ୟାସ ଆରମ୍ଭ କରିଦେଇଛନ୍ତି । ଅଧିନାୟକ ବିରାଟ କୋହଲି ଓ ମହେନ୍ଦ୍ର ସିଂ ଧୋନିଙ୍କ ସମେତ ଦଳର ସବୁ ଖେଳାଳି ନେଟ୍ସରେ ଝାଳ ବୁହାଇଛନ୍



ହାରିଲେ ସଞ୍ଜୟ ଦତ୍ତଙ୍କ ଭଉଣୀ

Anupambharat News Bureau | ଦେଶ | | 222 | Read...

ହାରିଲେ ସଞ୍ଜୟ ଦତ୍ତଙ୍କ ଭଉଣୀ

ମୁମ୍ବାଇ: ବଲିଉଡ୍‌ ଷ୍ଟାର ସଞ୍ଜୟ ଦତ୍ତଙ୍କ ଭଉଣୀ ପ୍ରିୟା ଦତ୍ତଙ୍କୁ ଶେଷରେ ପରାସ୍ତ ହେବାକୁ ପଡ଼ିଛି । ସେ ଚଳିତ ନିର୍ବାଚନରେ କଂଗ୍ରେସ ଟିକେଟ୍‌ରୁ ଉତ୍ତର-କେନ୍ଦ୍ରୀୟ ମୁମ୍ବାଇରୁ ପ୍ରାର୍ଥୀ ହୋଇଥିଲେ । ତେବେ ତାଙ୍କୁ ବି



ଭାରତ ଜିତିଲା ବୋଲି କହିଲେ ମୋଦି

Anupambharat News Bureau | ଦେଶ | | 221 | Read...

ଭାରତ ଜିତିଲା ବୋଲି କହିଲେ ମୋଦି

ନୂଆଦିଲ୍ଲୀ: ଭୋଟ୍‌ ଗଣତି ଟ୍ରେଣ୍ଡରେ ବିଜେପି ନେତୃତ୍ୱାଧୀନ ଏନ୍‌ଡ଼ିଏ ଆଗୁଆ ରହିଥିବାରୁ ଏବେ ଦଳ ମଧ୍ୟରେ ନାହିଁ ନଥିବା ଉତ୍ସାହ । ବିଜେପି ଚଳିତ ଥର ୩୦୦ରୁ ଅଧିକ ଆସନ ଜିତିବ ବୋଲି ଆକଳନ କରାଯାଉଛି । ଏହି ଆକଳନକୁ ନେଇ ପ୍ରଧ



ଭୋଟ୍‌ ଗଣତି କେନ୍ଦ୍ରରେ ଚାଲିଗଲା ଜୀବନ

Anupambharat News Bureau | ଦେଶ | | 220 | Read...

ଭୋଟ୍‌ ଗଣତି କେନ୍ଦ୍ରରେ ଚାଲିଗଲା ଜୀବନ

ଭୋପାଲ: ଏକ ଦୁଃଖଦ ଘଟଣାରେ ମଧ୍ୟପ୍ରଦେଶର ଏକ ଭୋଟ୍‌ ଗଣତି କେନ୍ଦ୍ରରେ ହିଁ ଜଣେ କଂଗ୍ରେସ ନେତା ପ୍ରାଣ ହରାଇଛନ୍ତି । ହୃଦ୍‌ଘାତ କାରଣରୁ ହିଁ ସେ ପ୍ରାଣ ହରାଇଥିବା ଜଣାପଡ଼ିଛି । ତାଙ୍କ ନାମ ରତନ ସିଂହ ଏବଂ ସେ ସେହୋର ଜିଲ୍ଲାର



ଆମେଠିରେ ହାରିଲେ ରାହୁଲ ଗାନ୍ଧୀ

Anupambharat News Bureau | ଦେଶ | | 219 | Read...

ଆମେଠିରେ ହାରିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: ସାଧାରଣ ନିର୍ବାଚନରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ଏବଂ ଆମେଠି ଭଳି ଆସନରେ ଦଳର ଅଧ୍ୟକ୍ଷ ରାହୁଲ ଗାନ୍ଧିଙ୍କ ଆଗୁଆ ପରାଜୟ ସ୍ୱୀକାର ଦେଶର ରାଜନୀତିର ମୋଡ଼ ବଦଳାଇ ଦେଇଛି । କଂଗ୍ରେସର ଖରାପ ପ୍ରଦର୍ଶନ ପାଇଁ



ସନ୍ନିଙ୍କ ଜିତ୍‌ରେ ଉତ୍ସାହିତ ଧର୍ମେନ୍ଦ୍ର କହିଲେ, ‘ଅଚ୍ଛେ ଦିନ ଆଗୟେ’

Anupambharat News Bureau | ଦେଶ | | 218 | Read...

ସନ୍ନିଙ୍କ ଜିତ୍‌ରେ ଉତ୍ସାହିତ ଧର୍ମେନ୍ଦ୍ର କହିଲେ, ‘ଅଚ୍ଛେ ଦିନ ଆଗୟେ’

ମୁମ୍ୱାଇ: ଆକଫିଂ ସହ ପଲିଟିକ୍ସରେ ବି ସଫଳ ହେଲେ ବଲିଉଡ୍‌ର ଆକ୍ସନ ହିରୋ ସନ୍ନି ଦେଓଲ । ଚଳିତ ଥର ପ୍ରଥମ କରି ନିର୍ବାଚନ ମଇଦାନକୁ ଓହ୍ଲାଇଥିଲେ । ତଥାପି ବାଜି ମାରିନେଲେ । ଏଥର ସନ୍ନି ଲୋକସଭାରେ ବସିବା ପMା ହୋଇଗଲା । ନିର୍ବା



ବିଜୟ ପରେ ଶ୍ରୀଲଙ୍କା, ଚାଇନା, ଋଷ୍‌ ଓ ଇସ୍ରାଏଲ ମୋଦିଙ୍କୁ ଜଣାଇଲେ ଶୁଭେଚ୍ଛା

Anupambharat News Bureau | ଦେଶ | | 217 | Read...

ବିଜୟ ପରେ ଶ୍ରୀଲଙ୍କା, ଚାଇନା, ଋଷ୍‌ ଓ ଇସ୍ରାଏଲ ମୋଦିଙ୍କୁ ଜଣାଇଲେ ଶୁଭେଚ୍ଛା

ନୂଆଦିଲ୍ଲୀ: ବିଶ୍ୱର ଦୁଇ ଶକ୍ତିଶାଳୀ ରାଷ୍ଟ୍ର ଚାଇନା ଏବଂ ରୁଷ୍‌ ରାଷ୍ଟ୍ରପତି ଭୋଟ୍‌ ଗଣତି ଟ୍ରେଣ୍ଡ ଦେଖି ନରେନ୍ଦ୍ର ମୋଦି ବିଜୟୀ ହେବେ ବୋଲି ଆକଳନ କରିଛନ୍ତି । ଏନେଇ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଓ ରୁଷ୍‌ ରାଷ୍



ପରାଜୟ ମୋ ମୁହଁରେ ଶକ୍ତ ଚାପୁଡ଼ା: ପ୍ରକାଶ ରାଜ

Anupambharat News Bureau | ଦେଶ | | 216 | Read...

ପରାଜୟ ମୋ ମୁହଁରେ ଶକ୍ତ ଚାପୁଡ଼ା: ପ୍ରକାଶ ରାଜ

ବେଙ୍ଗାଲୁରୁ: ମୋଦି ବିରୋଧୀ ଚେହେରା ଭାବରେ ଉଭା ହେବା ସହ ବେଙ୍ଗାଲୁରୁ ମଧ୍ୟ ଆସନରୁ ନିର୍ବାଚନ ଲିଥିବା ଲୋକପ୍ରିୟ ଅଭିନେତା ପ୍ରକାଶ ରାଜ ପରାଜିତ ହେବା ସ୍ପଷ୍ଟ ହୋଇଛି । ତୃତୀୟ ସ୍ଥାନରେ ରହିଥିବା ପ୍ରକାଶ ଏହାକୁ ସ୍ୱୀକାର କ



ଭଦ୍ରକ ଜିଲାରେ ପ୍ରଥମ ମ୍ୟାଟ୍ରିକ୍‌ ପାସ୍‌ କଲେ କିନ୍ନର କାଜଲ

Anupambharat News Bureau | ଓଡ଼ିଶା | | 215 | Read...

ଭଦ୍ରକ ଜିଲାରେ ପ୍ରଥମ ମ୍ୟାଟ୍ରିକ୍‌ ପାସ୍‌ କଲେ କିନ୍ନର କାଜଲ

ଭଦ୍ରକ, ୨୧ା୫ (ଅନୁପମ ମିଡିଆ): ଆଜି ପ୍ରକାଶ ପାଇଥିବା ଚଳିତବର୍ଷର ମ୍ୟାଟ୍ରିକ୍‌ ପରୀକ୍ଷା ଫଳାଫଳରେ ଏହି ଜିଲାର କାଜଲ ପ୍ରଥମ କିନ୍ନର ଭାବେ ଉତ୍ତୀର୍ଣ୍ଣ ହୋଇଛନ୍ତି । ଏହି ଜିଲାର ଚାନ୍ଦବାଲିର ଦାଖା ହାଇସ୍କୁଲରେ ପାଠ ପଢି ଚର



ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ବେହେରାଙ୍କ ବିଜୟ ସୁନିଶ୍ଚିତ

Anupambharat News Bureau | ଓଡ଼ିଶା | | 214 | Read...

ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ବେହେରାଙ୍କ ବିଜୟ ସୁନିଶ୍ଚିତ

ସାଲେପୁର,୨୩ା୫(ଅନୁପମ ମିଡିଆ): ଆଜି ସାଲେପୁର ନିର୍ବାଚନ ମଣ୍ଡଳୀର ହୋଇଥିବା ସାଧାରଣ ନିର୍ବାଚନରେ ବିଜେଡି ପ୍ରାର୍ଥୀ ପ୍ରଶାନ୍ତ କୁମାର ବେହେରା ପ୍ରାୟ ୧୭ହଜାରରୁ ଉର୍ଦ୍ଧ୍ୱଭୋଟ୍‌ ଅଧିକ ପାଇ ବିଜୟର ଦ୍ୱାର ଦେଶରେ ପହଞ୍ଚିବ



ପ୍ରାର୍ଥୀ ବ୍ରଜ କିଶୋର ପ୍ରଧାନ୨୪ ରାଉଣ୍ଡ ସୁଦ୍ଧା ୧୯ ହଜାର ୫୬୫ ଭୋଟ୍‌ରେ ଆଗୁଆ

Anupambharat News Bureau | ଓଡ଼ିଶା | | 213 | Read...

 ପ୍ରାର୍ଥୀ ବ୍ରଜ କିଶୋର ପ୍ରଧାନ୨୪ ରାଉଣ୍ଡ ସୁଦ୍ଧା  ୧୯ ହଜାର ୫୬୫ ଭୋଟ୍‌ରେ ଆଗୁଆ

ତାଳଚେର,୨୩ା୫(ଅନୁପମ ମିଡିଆ): ୬୦ ତାଳଚେର ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡ଼ି ପ୍ରାର୍ଥୀ ବ୍ରଜ କିଶୋର ପ୍ରଧାନ ବିଜୟ ପଥରେ ଆଗୁସାର ହେଉଥିଲା ବେଳେ ୨୪ ରାଉଣ୍ଡ ସୁଦ୍ଧା ସେ ୧୯ ହଜାର ୫୬୫ ଭୋଟ୍‌ରେ ଆଗୁଆ ଥିବା ଜଣାପଡ଼ିଛି ।




ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page