ଦିଲ୍ଲୀ ଉପରାଜ୍ୟପାଳ ଅନୀଲ ବାଇଜଲଙ୍କୁ କରୋନା

April 30, 2021, ଦେଶ, , Anupambharat News Bureau


ଦିଲ୍ଲୀ ଉପରାଜ୍ୟପାଳ ଅନୀଲ ବାଇଜଲଙ୍କୁ କରୋନା
Anupambharat News Bureau
April 30, 2021


ନୂଆଦିଲ୍ଲୀ: ଦିଲ୍ଲୀ ଉପ ରାଜ୍ୟପାଳ ଅନୀଲ ବୈଜଲ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି । ତାଙ୍କ କୋଭିଡ-୧୯ ଟେଷ୍ଟ ପଜିଟିଭ ଆସିଛି । ସେ ଏବେ ନିଜକୁ ଘରେ ଆଇସୋଲେଟଡ କରିଛନ୍ତି । ସେ ସାମାନ୍ୟ ଅସୁସ୍ଥ ଅନୁଭବ କରିବାରୁ ନିଜର ଟେଷ୍ଟ କରାଇଥିଲେ । ସେ ଟୁଇଟ କରି ଜଣାଇଛନ୍ତି ଯେଉଁମାନେ ମୋ ସଂସ୍ପର୍ଶରେ ଆସିଛନ୍ତି ସେମାନେ ତୁରନ୍ତ ପରୀକ୍ଷା କରାଇ ନିଅ;ୁ । ସୁସ୍ଥ ଥିବା ଅଧିକାରୀମାନେ ପୂର୍ବଭଳି କୋଭିଡ-୧୯କୁ କିପରି କାବୁ କରାଯାଇ ପାରିବ ସେ ନେଇ କାର୍ଯ୍ୟ ଜାରୀ ରଖ;ୁ । ଏପ୍ରିଲ ୧୯ରେ ଲକଡାଉନ ଘୋଷଣା କରାଯିବା ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଉପ ରାଜ୍ୟପାଳଙ୍କୁ ଭେଟିଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଭାରତରୁ ସ୍ୱଦେଶ ଫେରିଲେ ଏହି ଦେଶର ନାଗରିକଙ୍କୁ ମିଳିବ ଜେଲଦଣ୍ଡ

ଭାରତରୁ ସ୍ୱଦେଶ ଫେରିଲେ ଏହି ଦେଶର ନାଗରିକଙ୍କୁ ମିଳିବ ଜେଲଦଣ୍ଡ

Read More...

କରୋନାରେ ’ସୁଟର ଦାଦି’ ଚନ୍ଦ୍ରୋ ତୋମାରଙ୍କ ପରଲୋକ

କରୋନାରେ ’ସୁଟର ଦାଦି’ ଚନ୍ଦ୍ରୋ ତୋମାରଙ୍କ ପରଲୋକ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page