ବଳାତ୍କାରୀଙ୍କୁ ପିଟିପିଟି ହତ୍ୟା କଲେ ଗ୍ରାମବାସୀ

April 30, 2021, ଓଡ଼ିଶା, , Anupambharat News Bureau


ବଳାତ୍କାରୀଙ୍କୁ ପିଟିପିଟି ହତ୍ୟା କଲେ ଗ୍ରାମବାସୀ
Anupambharat News Bureau
April 30, 2021

ସୋର, : ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ସିଙ୍ଘାଖୁଣ୍ଟା ପଞ୍ଚାୟତର କରଞ୍ଜବଣିଆ ଗ୍ରାମର ଜଣେ ମହିଳାଙ୍କୁ ଜଣେ ଯୁବକ ବଳାତ୍କାର କରିଥିବାରୁ ସ୍ଥାନୀୟ ଲୋକେ ପିଟି ପିଟି ତାଙ୍କୁ ମାରି ଦେଇଛନ୍ତି। ସୋର ପୋଲିସ ଗୁରୁବାର ରାତିରେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇବା ସହିତ ସୋର ଡାକ୍ତରଖାନାରେ ମୃତଦେହ ବ୍ୟବଚ୍ଛେଦ ପାଇଁ ରଖିଛି। ମହିଳା ଜଣକ ପ୍ରତିବାଦ କରିବାରୁ ଯୁବକ ଜଣକ ତାଙ୍କୁ ଆକ୍ରମଣ କରିଥିଲେ। ଫଳରେ ମହିଳା ଗୁରୁତର ହୋଇପଡ଼ିଥିଲେ। ତାଙ୍କୁ ସୋର ଏବଂ ପରେ ବାଲେଶ୍ୱର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସୋର ପୋଲିସ କୌଣସି ଅଭିଯୋଗ ପାଇ ନ ଥିବାରୁ ମାମଲା ରୁଜୁ କରିନାହିଁ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
  ବରିଷ୍ଠ ସାମ୍ବାଦିକଙ୍କ ଜୀବନ ନେଲା କରୋନା

ବରିଷ୍ଠ ସାମ୍ବାଦିକଙ୍କ ଜୀବନ ନେଲା କରୋନା

Read More...

ଭାରତରୁ ସ୍ୱଦେଶ ଫେରିଲେ ଏହି ଦେଶର ନାଗରିକଙ୍କୁ ମିଳିବ ଜେଲଦଣ୍ଡ

ଭାରତରୁ ସ୍ୱଦେଶ ଫେରିଲେ ଏହି ଦେଶର ନାଗରିକଙ୍କୁ ମିଳିବ ଜେଲଦଣ୍ଡ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page