ମିଲ୍‍ଖା ସିଂହଙ୍କ ପରଲୋକ

June 19, 2021, କ୍ରୀଡ଼ା, , Anupambharat News Bureau


  ମିଲ୍‍ଖା ସିଂହଙ୍କ ପରଲୋକ
Anupambharat News Bureau
June 19, 2021


ନୂଆଦିଲ୍ଲ୍ଲୀ: ଭାରତୀୟ ଦୌଡ଼କୁଦ ଜଗତର ମିଲ୍‍ଖା ସିଂହଙ୍କ ପରଲୋକ ଘଟିଛି, ସେ କରୋନା ପରବର୍ତ୍ତୀ ଜଟିଳତାରେ ପୀଡିତ ଥିଲେ ଓ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ବୟସ ହୋଇଥିଲା। ଗତ ମେ’ ମାସରେ ସେ କରୋନାରେ ଆକ୍ରାନ୍ତ ହେବା ପରେ ସୁସ୍ଥ ହୋଇଥିଲେ ମଧ୍ୟ କିଛି ଦିନ ଅନ୍ତରରେ ସେ କରୋନା ପରବର୍ତ୍ତୀ ଜଟିଳତାରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ। ଜୁନ ୧୮ ତାରିଖ ରାତି ୧୧ଟା ୩୦ ମିନିଟରେ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ପକ୍ଷରୁ ସୂଚନା ଦିଆଯାଇଛି।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଦେବାଶିଷଙ୍କ ଶେଷକୃତ୍ୟ ସମ୍ପନ୍ନ

ଦେବାଶିଷଙ୍କ ଶେଷକୃତ୍ୟ ସମ୍ପନ୍ନ

Read More...

ବରଯାତ୍ରୀରେ ନାଚି ତହସିଲଦାର ନିଲମ୍ବିତ

ବରଯାତ୍ରୀରେ ନାଚି ତହସିଲଦାର ନିଲମ୍ବିତ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page