୩୧ରେ ଯୁକ୍ତ ୩ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

July 28, 2021, ଓଡ଼ିଶା, , Anupambharat News Bureau


୩୧ରେ ଯୁକ୍ତ ୩  ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ
Anupambharat News Bureau
July 28, 2021


ଭୁବନେଶ୍ୱର, ୨୮ା୭(ଅନୁପମ ମିଡ଼ିଆ): ୨୦୨୧ ମସିହା ବାର୍ଷିକ ଉଚ୍ଚ ମାଧ୍ୟମିକ ପରୀକ୍ଷାର ବିଜ୍ଞାନ ଓ ବାଣିଜ୍ୟ ଶିକ୍ଷା ପାଠ୍ୟକ୍ରମର ଫଳ ଆସନ୍ତା ୩୧ ତାରିଖ ସନ୍ଧ୍ୟାରେ ପ୍ରକାଶ ପାଇବ । କଳା ଏବଂ ଧନ୍ଦାମୂଳକ ପାଠ୍ୟକ୍ରମର ଆବଶ୍ୟକୀୟ କାଗଜପତ୍ର ଯାଞ୍ଚ କରିବାରେ ଅଧିକ ସମୟର ଆବଶ୍ୟକତା ଦୃଷ୍ଟିରୁ ଏହାର ଫଳ ପ୍ରକାଶନ ପାଇଁ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯାଉଛି । ଏହି ଉଭୟ ପାଠ୍ୟକ୍ରମର ଫଳାଫଳ ୩୧ ତାରିଖ ପରେ ପ୍ରକାଶ ପାଇବ । ଏଥି ପାଇଁ ଅନୁମତି ନିମନ୍ତେ ସୁପ୍ରିମକୋର୍ଟଙ୍କ ନିକଟରେ ପରିଷଦ ତରଫରୁ ସମୟ ଯାଚିକା ଦାଖଲ କରାଯାଇଛି । କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା ଫଳ ଖୁବ୍‌ଶୀଘ୍ର ପ୍ରକାଶନ ପାଇଁ ପରିଷଦ ତରଫରୁ ସମସ୍ତ ପ୍ରକାର ପ୍ରସ୍ତୁତି ଜାରି ରହିଛି ବୋଲି ଉଚ୍ଚ ମାଧ୍ୟମିକ ପରିଷଦ ସୂତ୍ରରୁ ପ୍ରକାଶ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
 ଅଗଷ୍ଟ ଗାଇଡ଼ଲାଇନ : ସିନେମା ହଲ୍‌, ପାର୍କ ଖୋଲିବ

ଅଗଷ୍ଟ ଗାଇଡ଼ଲାଇନ : ସିନେମା ହଲ୍‌, ପାର୍କ ଖୋଲିବ

Read More...

ପ୍ରେମିକା ଅର୍ଦ୍ଧଦU ଅବସ୍ଥାରେ ଉଦ୍ଧାର ମାମଲା: ଆଖିବୁଜିଲା ପୀଡ଼ିତା, ପ୍ରେମିକ ଅଟକ

ପ୍ରେମିକା ଅର୍ଦ୍ଧଦU ଅବସ୍ଥାରେ ଉଦ୍ଧାର ମାମଲା: ଆଖିବୁଜିଲା ପୀଡ଼ିତା, ପ୍ରେମିକ ଅଟକ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page