ଦୁଇ ଦିନରେ ଫେରିଯିବ ମୌସୁମୀ

October 20, 2022, ଓଡ଼ିଶା, , Anupambharat News Bureau


ଦୁଇ ଦିନରେ ଫେରିଯିବ ମୌସୁମୀ
Anupambharat News Bureau
October 20, 2022


ରାଜ୍ୟରୁ ମୌସୁମୀ ଅପସାରଣ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ରାଜ୍ୟର ଅନେକ ଅଞ୍ଚଳରୁ ଆଜି ମୌସୁମୀ ଅପସାରଣ ପ୍ରକ୍ରିୟା ଆରମ୍ଭ ହୋଇଛି । ଆଗାମୀ ଦୁଇଦିନ ମଧ୍ୟରେ ମୌସୁମୀ ବାୟୁ ଓଡିଶା ଛାଡିବ ବୋଲି ଭୁବନେଶ୍ୱର ପାଣିିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଜି ଉତ୍ତର ସମ୍ପୂର୍ଣ୍ଣ ଓଡିଶା ସହ ଦକ୍ଷିଣ ଓଡ଼ିଶାର ନୟାଗଡ, ବୌଦ୍ଧ, ସୋନପୁର, ବଲାଙ୍ଗୀରରୁ ମୌସୁମୀ ସମ୍ପୂର୍ଣ୍ଣ ଅପସାରଣ ହୋଇଥିବା ବେଳେ ପୁରୀ, ଖୋର୍ଦ୍ଧା, କନ୍ଧମାଳ, କଳାହାଣ୍ଡି ଏବଂ ନୂଆପଡା ରୁ ଆଂଶିକ ଭାବେ ଅପସାରଣ ହୋଇଛି । ଆଗାମୀ ଦୁଇ ଦିନ ମଧ୍ୟରେ ସମ୍ପୂର୍ଣ୍ଣ ଓଡିଶାରୁ ଅପସାରଣ ପାଇଁ ପାଗ ଅନୁକୂଳ
ରହିଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଓଡ଼ିଶା ଛୁଇଁବନି ‘ସିତ୍ରାଙ୍ଗ’ :  ୨୪ ଓ ୨୫ ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା

ଓଡ଼ିଶା ଛୁଇଁବନି ‘ସିତ୍ରାଙ୍ଗ’ : ୨୪ ଓ ୨୫ ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା

Read More...

ତୁରନ୍ତ ୟୁକ୍ରେନ୍‌ ଛାଡ଼ିବାକୁ ଭାରତୀୟଙ୍କୁ ନିର୍ଦ୍ଦେଶ

ତୁରନ୍ତ ୟୁକ୍ରେନ୍‌ ଛାଡ଼ିବାକୁ ଭାରତୀୟଙ୍କୁ ନିର୍ଦ୍ଦେଶ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page